• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Aquarius

କୁମ୍ଭ

Thursday 21 Sep 2023

ଧନିଷ୍ଠା- ପିତାମାତାଙ୍କ ସାହାଯ୍ୟ ପାଇଁ ଆପଣଙ୍କ ଆର୍ଥିକ ଅବସ୍ଥାରେ ବୃଦ୍ଧି ମିଳିପାରେ । ନିଜର ଆନ୍ତରିକ ସମୟ ସେବାରେ ଲଗାନ୍ତୁ , ଏହା ଆପଣଙ୍କ ପରିବାର ଲୋକଙ୍କୁ ଖୁସି ଓ ଶାନ୍ତି ଦେବ । ପ୍ରତ୍ୟେକଟି ନିଷ୍ପତି ଭାବିଚିନ୍ତି ନିଅନ୍ତୁ ।  
ଶତଭିଷା- ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନ ପାଇ ବରିଷ୍ଠ ନେତାଙ୍କ ସ୍ନେହର ପାତ୍ର ହେବେ ।
ପୂ,  ଭାଦ୍ରପଦ- ଯଦି ଆପଣଙ୍କୁ ଲାଗୁଛି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ତ୍ୱପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ଭୁଲ ଅଛି ।  ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ ।  

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :