• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Pisces

ମୀନ

Thursday 21 Sep 2023

ପୂ, ଭାଦ୍ରପଦ- ବିଶେଷ କରି ସ୍ୱାସ୍ଥ୍ୟ ସମସ୍ୟାରେ ଉନ୍ନତି ହେବ । ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ । ପତି ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ ।
ଉ, ଭାଦ୍ରପଦ- ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ନିଜର ପରିଶ୍ରମରେ ଅନେକ ପରିବର୍ତ୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ ।
ରେବତୀ- ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ଶ୍ରମିକ ଓ କର୍ମଚାରୀମାନେ କଠିନ ପରିଶ୍ରମ କରିବେ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :