• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Gemini

ମିଥୁନ

Thursday 21 Sep 2023

ମୃଗଶିରା- ପ୍ରେମୀ ପ୍ରେମିକାଙ୍କ ମିଳନ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ ।     
ଆଦ୍ରା- ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ ।  ଛାତ୍ରଛାତ୍ରୀମାନେ ନିଜ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ ।    
ପୁନର୍ବସୁ- ଅଧୁରା କାର୍ଯ୍ୟ ପୂରଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତ୍ତୀ ହେବେ ।  ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :