• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Cancer

କର୍କଟ

Thursday 21 Sep 2023

ପୁନର୍ବସୁ- ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟକ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।
ପୁଷ୍ୟା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ ।  ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ।
ଅଶ୍ଳେଷା- ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :