• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Leo

ସିଂହ

Thursday 21 Sep 2023

ମଘା- କର୍ମରେ ପରିବର୍ତ୍ତନ ହେବା ସହିତ ଉନ୍ନତିର ଯୋଗ ରହିଛି । ଶାରୀରିକ ସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଉନ୍ନ୍‌ତି  କରିବେ । 
ପୂ- ଫାଲ୍‌ଗୁନୀ- ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ ।
ଉ- ଫାଲ୍‌ଗୁନୀ- ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :