• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Virgo

କନ୍ୟା

Thursday 21 Sep 2023

ଉ- ଫାଲ୍‌ଗୁନୀ- ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।  କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କର ବିଶ୍ୱସ୍ଥ ଭାଜନ ହେବେ ।
ହସ୍ତା- ବିଦ୍ୟାର୍ଥୀଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।
ଚିତ୍ରା- ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ ।ଧନ, ଧାନ୍ୟ, ଐଶ୍ୱର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି 

ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :