• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Libra

ତୁଳା

Thursday 21 Sep 2023

ଚିତ୍ରା- କର୍ମକ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ ।
ସ୍ୱାତୀ- କୈାଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ । ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ ।  ନିଜର ପରିଶ୍ରମରେ ଅନେକ ପରିବର୍ତ୍ତନ ଆଣିବେ ।
ବିଶାଖା- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :