• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Capricorn

ମକର

Thursday 21 Sep 2023

ଉ, ଷାଢା- ଆପଣ ନିଜ ପାଇଁ ଯଥେଷ୍ଟ ସମୟ ବାହାର କରିବେ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ବ୍ୟସ୍ତ  ଥିବା ସତ୍ତ୍ୱେ ଆଜି ଦିନଟା ଭଲ ରହିବ ।
ଶ୍ରବଣା- ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ । ଘରକୁ ଅଥିତି ଆସିବା କାରଣରୁ ଦିନ ଆନନ୍ଦରେ କଟିବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।
ଧନିଷ୍ଠା- ପରିବେଶରେ ଥିବା ଲୋକ ମାନେ ଖୁସିରେ ଭରି ଉଠିବେ । କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବଢାଇବେ । ଆପଣଙ୍କ ଧନ ଧାର୍ମିକ କାର‌୍ୟ୍ୟରେ ଲଗାଇପାରନ୍ତି ।  

ପ୍ରତିକାର – ମା ମଙ୍ଗଳାଙ୍କ ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :