Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Aries

ମେଷ

Thursday 21 Sep 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ । ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନର ସମ୍ମୁଖୀନ ହେବା ପରେ ସଫଳତା ପାଇବେ ।         
ଦ୍ୱିଜା-  ରାଜନୈତିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ,  ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି ।  ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ ।
କୃତିକା- କର୍ମକ୍ଷେତ୍ରରେ  ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ।

ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :