• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର- ମେଷ ଅହୋରାତ୍ର ,ତିଥି- ୪ର୍ଥୀ ସନ୍ଧ୍ୟା ୦୬.୧୪ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Saturday 21 Sep 2024

କୃତିକା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ

ରୋହିଣୀ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ ।

ମୃଗଶିରା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ 

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :