• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର- ମେଷ ଅହୋରାତ୍ର ,ତିଥି- ୪ର୍ଥୀ ସନ୍ଧ୍ୟା ୦୬.୧୪ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Saturday 21 Sep 2024

ଧନିଷ୍ଠା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ ।

ଶତଭିଷା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।

ପୂ, ଭାଦ୍ରପଦ- ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :