• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର- ମେଷ ଅହୋରାତ୍ର ,ତିଥି- ୪ର୍ଥୀ ସନ୍ଧ୍ୟା ୦୬.୧୪ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Libra

ତୁଳା

Saturday 21 Sep 2024

ଚିତ୍ରା- ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ସ୍ୱାତୀ- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ବିଶାଖା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :