• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର- ମେଷ ଅହୋରାତ୍ର ,ତିଥି- ୪ର୍ଥୀ ସନ୍ଧ୍ୟା ୦୬.୧୪ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Scorpio

ବିଛା

Saturday 21 Sep 2024

ବିଶାଖା- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ ।

ଅନୁରାଧା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି

ଜ୍ୟେଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :