• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ..

ସୈାର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୧ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ପ୍ରାତଃ ୦୭.୪୪ ଗତେ କର୍କଟ । ତିôଥ- ୧୨ଶୀ ଦିବା ୧୧.୨୭ ଗତେ ୧୩ଶୀ, ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୭.୪୪। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୭ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୮ ପର୍ଯ୍ୟନ୍ତ ।

Aries

ମେଷ

Wednesday 21 Feb 2024

ଅଶ୍ୱନୀ- ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି ।

ଦ୍ୱିଜା- ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଚାକିରୀକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିବ । ଛାତ୍ର ଛାତ୍ରୀ ପରିକ୍ଷାରେ ଭଲ ନମ୍ବର ରଖି ପାସ୍ କରିବେ ।  

କୃତିକା- ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ । ମହିଳା ମାନେ ଧର୍ମପାରାୟଣ ରହିବେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।

ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :