• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ..

ସୈାର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୧ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ପ୍ରାତଃ ୦୭.୪୪ ଗତେ କର୍କଟ । ତିôଥ- ୧୨ଶୀ ଦିବା ୧୧.୨୭ ଗତେ ୧୩ଶୀ, ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୭.୪୪। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୭ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୮ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 21 Feb 2024

କୃତିକା- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଦାମ୍ପତ୍ୟ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତନ ହୋଇପାରେ । 

ରୋହିଣୀ- ପ୍ରେମ  କ୍ଷେତ୍ରରେ ଅସଫଳତା ଦେଖା ଦେଇପାରେ । ଅଫିସରେ ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ ।  ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ ।

ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ । ଆନୁଷ୍ଠାନିକ  କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :