ସୈାର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୧ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ପ୍ରାତଃ ୦୭.୪୪ ଗତେ କର୍କଟ । ତିôଥ- ୧୨ଶୀ ଦିବା ୧୧.୨୭ ଗତେ ୧୩ଶୀ, ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୭.୪୪। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୭ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୮ ପର୍ଯ୍ୟନ୍ତ ।
ମଘା- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ ।
ପୂ,ଫାଲଗୁନି- ଅଫିସ୍ କାର୍ଯ୍ୟ ରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଉ,ଫାଲଗୁନି- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅଧିକ ପରିଶ୍ରମ କରିବେ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧