• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Taurus

ବୃଷ

Sunday 21 Jan 2024

କୃତିକା - ଚାକିରୀରେ ପାଇଁ ନୂଆ ଖବର ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୌଣସି କାମରେ ଆଶାଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର‌୍ୟ୍ୟ ପ୍ରତି ଶ୍ରଦ୍ଧା ବଢିବ ।

ରୋହିଣୀ – ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃର୍ତିରେ ପ୍ରଗତି ହେବ ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ।

ମୃଗଶିରା – ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି । କର୍ତୁପକ୍ଷ ଆପଣଙ୍କ କୌଣସି ବଡ଼ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :