• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Aquarius

କୁମ୍ଭ

Sunday 21 Jan 2024

ଧନିଷ୍ଠା – ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନାଗମ ହେବ । ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।

ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ ।

ପୂ , ଭାଦ୍ରପଦ – ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର –ନୀଳ ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :