• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Pisces

ମୀନ

Sunday 21 Jan 2024

ପୂ , ଭାଦ୍ରପଦ - ଶାରୀରିକ ପିଡା ଭୋଗ କରି ପାରନ୍ତି । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ

ଉ , ଭଦ୍ରପଦ - ପରିଶ୍ରମରେ ବିଫଳତା, ଭୟ ଓ ଆଶଙ୍କା ଦେଖାଦେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସ୍ଥିତି ମଧ୍ୟ ଦେଇ ମଧ୍ୟ ପାରିବାରିକ ଦାୟିତ୍ୱ ସୂଚାରୁପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ

ରେବତୀ – ଚାକିରୀ କ୍ଷେତ୍ରରେ ଶତ୍ରୁବୃଦ୍ଧି ଦେଖା ଦେଇପାରେ । ସମାନ ବିଚାରଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର୍ଯ୍ୟରେ ବାଧାପ୍ରାପ୍ତ ଦେଖାଦେବ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :