• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Gemini

ମିଥୁନ

Sunday 21 Jan 2024

ମୃଗଶିରା - ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଆଦ୍ରା - କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ ।

ପୁନର୍ବସୁ - ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :