• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Cancer

କର୍କଟ

Sunday 21 Jan 2024

ପୁନର୍ବସୁ - ବୈବାହିକ ଜୀବନରେ ମଧ୍ୟରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ

ପୁଷ୍ୟା – ରାଜନୀତିରେ ସଫଳତା ପାଇ ପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳାମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ

ଅଶ୍ଳେଷା - କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :