• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Leo

ସିଂହ

Sunday 21 Jan 2024

ମଘା – ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ପୂ , ଫାଲଗୁନୀ - ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଉ ,ଫାଲଗୁନୀ – ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳାମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :