• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Virgo

କନ୍ୟା

Sunday 21 Jan 2024

ଉ , ଫାଲଗୁନୀ – ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ।

ହସ୍ତା – ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସ୍କୃତିକ ପରିବେଶରେ ଯୋଗ ଦାନ ଦେବେ।

ଚିତ୍ରା – କର୍ମ କ୍ଷେତ୍ରରେ ଅନ୍ଧ ଭାବରେ କାର୍ଯ୍ୟ କରିବା ଯୋଗୁ ଅପମାନିତ ହେବେ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ,ଖଳବ୍ୟକ୍ତିମାନେ ଶତୃତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :