• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Libra

ତୁଳା

Sunday 21 Jan 2024

ଚିତ୍ରା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ସ୍ୱାତୀ – ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।

ବିଶାଖା – ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳାମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :