• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Scorpio

ବିଛା

Sunday 21 Jan 2024

ବିଶାଖା – ପୁରୁଣା ରୋଗ ବ୍ୟାଧି ଜନିତ ପୀଡା ଦୁଶ୍ଚିନ୍ତାର କାରଣ ହୋଇପାରେ । ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୌଜନ୍ୟ ହାନି ଘଟିବ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ

ଅନୁରାଧା – ଯାନବାହାନ, ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଅନ୍ୟର ସାହାଯ୍ୟ, ସମର୍ଥନ ଲକ୍ଷ୍ୟ ହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ

ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି

ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :