• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Sagittarius

ଧନୁ

Sunday 21 Jan 2024

ମୂଳା – ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।

ପୂ , ଷାଢା – ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ ।

ଉ , ଷାଢା – ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :