• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th Jan 2024: ଏହି ରାଶିର ବ୍ୟକ୍ତିଙ୍କ ମାନସିକ ଦୁଶ୍ଚିନ୍ତା ଦୂର ହେବ

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।

Capricorn

ମକର

Sunday 21 Jan 2024

ଉ , ଷାଢା - ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନିତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ

ଶ୍ରବଣା – ଗୃହିଣୀମାନେ କର୍ତବ୍ୟପରିୟଣ ରହିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ

ଧନିଷ୍ଠା - ଧୈର୍ଯ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି । ରାଜନୈତିକ ନେତାମାନେ ଶାନ୍ତିକାମୀ ହେବେ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :