• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2023: ଆଜି ଏହି ରାଶିର ବ୍ୟକ୍ତିମାନଙ୍କ ଆର୍ଥିକ କ୍ଷେତ୍ରରେ ଉନ୍ନତି ଆସିବ

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଦିବା ୧୦.୫୫ ଗତେ ସିଂହ । ତିଥି- ୩ୟା ପ୍ରାତଃ ୦୬.୫୮ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Friday 21 Jul 2023

ଅଶ୍ୱନୀ- ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।

କୃତିକା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର - କିଛି ପଶୁ ,ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :