ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ଧନିଷ୍ଠା – ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ। ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ । ପୂ , ଭାଦ୍ରପଦ – ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।