• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

Cancer

କର୍କଟ

Saturday 21 Jun 2025

ପୁନର୍ବସୁ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ । ପୁଷ୍ୟା- କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍। ଅଶ୍ଲେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।