ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ମଘା – ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପୂ , ଫାଲଗୁନୀ - ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଉ ,ଫାଲଗୁନୀ – ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।