ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ୟ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ । ହସ୍ତା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ । ଚିତ୍ରା- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର୍ୟ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।