• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

Libra

ତୁଳା

Saturday 21 Jun 2025

ଚିତ୍ରା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ସ୍ୱାତୀ – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ବିଶାଖା – ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।