• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

Scorpio

ବିଛା

Saturday 21 Jun 2025

ବିଶାଖା- ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ। ଅନୁରାଧା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ। ଜ୍ୟେଷ୍ଠା- ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।