• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

Sagittarius

ଧନୁ

Saturday 21 Jun 2025

ମୂଳା – ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ପୂ , ଷାଢା – ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । ରାଜନିତିରେ ଆଗ୍ରହ ବଢିପାରେ । ଉ , ଷାଢା – ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି। ମହିଳା ମାନେ ଦୁଃଖିତ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।