Daily Horoscope 21th June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

Aries

ମେଷ

Saturday 21 Jun 2025

ଅଶ୍ୱନୀ – ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । 
ଦ୍ୱିଜା – ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ। ସମାଜ ସେବାରେ ସୁନାମ ପାଇବେ ।କୃତିକା – ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ପ୍ରତିକାର -  ସୂର୍ୟ୍ୟଭ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।