• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।

Taurus

ବୃଷ

Friday 21 Mar 2025

ଜୀବନ ସାଥୀଙ୍କ ସହିତ ମଧୁର ସମ୍ବନ୍ଧ ରହିବ। ବିଦ୍ୟାର୍ଥିମାନେ ଏକାଗ୍ରତା ରକ୍ଷା କରିବେ। ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି। କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।