ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।
ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ। ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ପ୍ରତିକାର– ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।