• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।

Pisces

ମୀନ

Friday 21 Mar 2025

ବାଣିଜ୍ୟ ବ୍ୟବସାୟ ମଧ୍ୟମ ଧରଣର ରହିବ। ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ରାଜନୀତିରେ କୌଣସି କାମକୁ ହାତକୁ ନେବେ। ମହିଳାମାନେ ଇଶ୍ୱର ବିଶ୍ୱାସି ହେବେ। ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ।

ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚିଲା କଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।