ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ। ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ। ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି। ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।