ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।
କର୍ମକ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ। ସାମାଜିକ ସହଯୋଗ ଲାଭ କରିବେ। ଶିକ୍ଷାକ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ। ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି। ଅଯଥା ବିବାଦ ଭିତରକୁ ଟାଣି ହୋଇଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।