ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।
ବ୍ୟବସାୟୀମାନେ ଭାଗୀଦାରି ବ୍ୟବସାୟ କରିବେ। ଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଠାରୁ ଭଲ ପରାମର୍ଶ ମିଳିବ। ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ। ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।