• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।

Virgo

କନ୍ୟା

Friday 21 Mar 2025

ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡ଼ିବେ। ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି। ସନ୍ତାନ ଚିନ୍ତା ଦେଖା ଦେଇପାରେ। ଅଫିସରୁ ଆସିଲାବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।

ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।