• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।

Libra

ତୁଳା

Friday 21 Mar 2025

ପରିବାରରେ ଚିନ୍ତା ବଢିପାରେ। ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ। ମୋହରେ ପଡି ଅପଦସ୍ତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।