ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।
କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ। ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ। କ୍ୟାରିୟରେ ନୂଆ କିର୍ତୀମାନ ସ୍ଥାପନ କରିବେ। ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ। ଦୁର୍ଘଟଣାର ଶିକାର ହୋଇପାରନ୍ତି ।
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।