ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।
କୌଣସି କାର୍ଯ୍ୟରେ ସଫଳତା ହାସଲ କରିବେ। ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ। ଆପଣଙ୍କର କ୍ରୀଡା କାର୍ଯ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।