• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରିରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ।

Capricorn

ମକର

Friday 21 Mar 2025

ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି। ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ। ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ।ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି। ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି। ପଡ଼ୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ।

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।