Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ Pallipuspa Samal21 Sep 2022 09:07 IST ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ । AriesTaurusGeminiCancerLeoVirgoLibraScorpioSagittariusCapricornAquariusPisces Read More