• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Gemini

ମିଥୁନ

Wednesday 21 Sep 2022

ମୃଗଶିରା - ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ, ଉ୍‌ଦ୍ଧିଷ୍ଟ କାର୍ଯ୍ୟ ସିନ୍ଧି ହେବ

ଆଦ୍ରା - ଦେବାଦେବୀଙ୍କ ପୂଜାରେ ମଗ୍ନ ରହିବେ

ପୁନର୍ବସୁ - ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇପାରନ୍ତି

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :