• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Cancer

କର୍କଟ

Wednesday 21 Sep 2022

ପୁନର୍ବସୁ - ଅନ୍ୟମାନଙ୍କ ସହେଯାଗ ପାଇ ଉପକୃତ ହେବେ

ପୁଷ୍ୟା – କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି

ଅଶ୍ଳେଷା - ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :